Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||
  • ଚିନ୍ତା ବଢାଇଲାଣି କରୋନାର ୨ୟ ଲହର : ଆଜି PM-CM ଆଲୋଚନା, କୋଭିଡ -19 ର ସ୍ଥିତି ଏବଂ ଟିକା ବିତରଣ ନେଇ ସମୀକ୍ଷା
  • ||
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||

ଅନଗୁଳରେ ପୁଣି ମାଉଜର ମୁନରେ ଡକାୟତି

7/07/2018 at 11:47 PM

ଅନଗୁଳରେ ପୁଣି ମାଉଜର ମୁନରେ ଡକାୟତି। ଏଥର ଇଣ୍ଡିଆନ ବ୍ୟାଙ୍କରେ ପସି ଲୁଟିନଲେ ୮ ଲକ୍ଷ ଟଙ୍କା ସାଙ୍ଗକୁ ସୁନା ଗହଣା। ପ୍ରମାଣ ନଷ୍ଟ କାରିବାକୁ ସି.ସି.ଟିଭି ହାଡ ଡିସ୍କକୁ ମଧ୍ୟ ନେଇଗଲେ ଦୁର୍ବୁତ୍ତ। ବ୍ୟାଙ୍କ ମ୍ୟାନେଜରଙ୍କୁ ମାଡ, ଅନଗୁଳ ମେଡିକାଲରେ ଭର୍ତ୍ତି। ପୋଲିସର ପାରିବା ପଣିଆକୁ ନେଇ ଅଙ୍ଗୁଳି ନିର୍ଦ୍ଦେଶ କଲେ ଅନଗୁଳ ବାସି।

   Related Posts