Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • କମିବାରେ ଲାଗିଛି କରୋନା ସଂକ୍ରମଣ, ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୬୪୨ ଆକ୍ରାନ୍ତ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||

ଅନୁଗୋଳ କମଳଛୁଇଁ କରଡ଼େଇ ମନ୍ଦିର ନିକଟରେ ଅଜଣାଗାଡ଼ି ଧକ୍କାରେ ଜଣେ ମୃତ,ଜଣେ ଆହତ

23/05/2018 at 6:57 AM

ଅନୁଗୋଳ କମଳଛୁଇଁ କରଡ଼େଇ ମନ୍ଦିର ନିକଟରେ ଅଜଣାଗାଡ଼ି ଧକ୍କାରେ ଜଣେ ମୃତ,ଜଣେ ଆହତ । ମୃତକ ହେଉଛନ୍ତି ଗୋପାଳପ୍ରସାଦ ପାଟଣାସାହିର ଦୀପକ ବେହେରା । ଦୀପକ ଓ ବିଭୂତି ଗୋଟିଏ ବାଇକରେ ଯାଉଥିବା ବେଳେ ବାଇକକୁ ଧକ୍କା ଦେଇଥିଲେ ଅଜଣାଗାଡ଼ି । ଘଟଣାସ୍ଥଳରେ ଦୀପକଙ୍କର ମୃତ୍ୟୁ ହୋଇଥିବା ବେଳେ ବିଭୂତିଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ କୋଇଲା ବୋଝେଇ ଟ୍ରକ ଉଭୟଙ୍କ ଧକ୍କା ଦେଇଥିବା ସ୍ଥାନୀୟ ଲୋକ ଅନୁମାନ କରୁଛନ୍ତି ।

Leave a Reply

   Related Posts