Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ପାଇଁ ଗ୍ଲୋବାଲ୍‌ ଟେଣ୍ଡର: ୧୯ ସଦସ୍ୟଙ୍କୁ ନେଇ ଗଠନ ହେଲା କମିଟି
  • ||
  • ଭୁବନେଶ୍ବରରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ୯୬୨ ଆକ୍ରାନ୍ତ ଚିହ୍ନଟ
  • ||
  • ନୂଆଦିଲ୍ଲୀ : କରୋନାର ସାମାନ୍ୟ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ଉପଯୋଗୀ ଆୟୁଷ-୬୪, ଏହି କେନ୍ଦ୍ରରେ ମିଳୁଛି ମାଗଣାରେ
  • ||
  • ଶାମଲୀ : ଲଜ୍ଜାଜନକ ଦୃଶ୍ୟ, ଅଳିଆ ବୁହା ଗାଡିରେ ଶ୍ମଶାନଘାଟ ଗଲା ମହିଳାଙ୍କ ମୃତଦେହ
  • ||
  • ଟିକା ପାଇଁ ହେବ ଗ୍ଲୋବାଲ୍‌ ଟେଣ୍ଡର, ରାଜ୍ୟ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ରାହୁଲ ଭୋରାଙ୍କ ମୃତ୍ୟୁ ପରେ ପତ୍ନୀ ସେୟାର କଲେ ଯନ୍ତ୍ରଣାଦାୟକ ଭିଡିଓ… କେମିତି ଅକ୍ସିଜେନ୍ ଟିକିଏ ପାଇଁ ହେଉଥିଲେ ଛଟପଟ
  • ||
  • ମଥୁରା : କରୋନାରେ ହେମାମାଳିନୀଙ୍କ ବ୍ୟକ୍ତିଗତ ସଚିବଙ୍କ ମୃତ୍ୟୁ, ଟ୍ବିଟ୍ କରି ଅଭିନେତ୍ରୀ ଦେଲେ ଶ୍ରଦ୍ଧାଞ୍ଜଳି
  • ||
  • ଭୁବନ : ଦୀର୍ଘ ୭ଘଣ୍ଟା ବନ୍ଦ ଘରେ ପଡିରହିଲା ମୃତଦେହ, କରୋନା ସଂକ୍ରମଣ ଆଶଙ୍କାରେ ପାଖ ମାଡିଲେନି ପରିବାର
  • ||
  • ବଲାଙ୍ଗୀର : ରୋଗୀଙ୍କୁ ଲାଞ୍ଚ ମାଗିବା ପଡିଲା ମହଙ୍ଗା, SDMOଙ୍କୁ ସୋ-କଜ୍ ନୋଟିସ୍ ପରେ ପଠାଗଲା ଡେପୁଟେସନରେ, ସ୍ବାସ୍ଥ୍ୟକର୍ମୀ ସସ୍‌ପେଣ୍ଡ
  • ||
  • ହାଇଦ୍ରାବାଦ : ଅକ୍ସିଜେନ୍ ଟ୍ୟାଙ୍କର ଡ୍ରାଇଭର ଭୁଲିଗଲା ହସ୍ପିଟାଲ ରାସ୍ତା, ଅକ୍ସିଜେନ୍ ଅଭାବରୁ ଚାଲିଗଲା ୭ କରୋନା ରୋଗୀଙ୍କ ଜୀବନ
  • ||

ଅଫିସ୍ ଖୋଲା ହେଲେ କର୍ମଚାରୀଙ୍କ ଦେଖା ନାହିଁ, ନ୍ୟୁଜ୍ ୭ର EXCLUSIVE ରିପୋର୍ଟ

9/05/2018 at 9:23 PM

ପ୍ରଚଣ୍ଡ ରୌଦ୍ର୍ୟତାପରେ ଜନଜୀବନ ଅସ୍ତବ୍ୟସ୍ଥ ହୋଇପଡୁଛି। ଟାଇଁ ଟାଇଁ ଖରାରେ ବାହାରକୁ ବାହାରିବା ମୁସ୍କିଲ୍ ହେଉଛି। ଏହାକୁ ଦୃଷ୍ଟିରେ ରଖି ସରକାର କର୍ମଚାରୀଙ୍କ ହିତ ଦୃଷ୍ଟିରୁ ସକାଳୁଆ କାର୍ଯ୍ୟାଳୟର ବ୍ୟବସ୍ଥା କରିଛନ୍ତି। ହେଲେ କର୍ମଚାରୀ କେତେ ଦାୟିତ୍ବବୋଧ ଅଛନ୍ତି। ଏଭଳି ସ୍ଥିତି ଦେଖାଦେଇଛି ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡି ବ୍ଳକ ଏବଂ କୁକୁଡାକଣ୍ଡି ବ୍ଳକରେ ।

Leave a Reply

   Related Posts