Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||
  • ଜାମିନ ସତ୍ତ୍ଵେ ଜେଲ୍‌ରେ ରହିବେ ପାଠକ ବାପ-ପୁଅ
  • ||
  • ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ‌
  • ||
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||

ଆଗକୁ ଆସୁଛି ବଡ଼ ବର୍ଷା ; ସେ ନେଇ ସରକାରଙ୍କ ପ୍ରସ୍ତୁତି

19/07/2018 at 11:39 AM

ଆଗକୁ ଆସୁଛି ବଡ଼ ବର୍ଷା ଏବେଠୁ ସଜାଗ ହୋଇଗଲେଣି ସରକାର ।ସାମାନ୍ୟ ବର୍ଷାରେ ଉବୁଡ଼ୁବୁ ହଉଛି ରାଜଧାନୀ ଭୁବନେଶ୍ଵର । ଭୁବନେଶ୍ଵରରୁ କିଭଳି ଜଳ ନିସ୍କସନ ସ୍ଵଭାବିକ ହୋଇ ପାରିବ ସେ ନେଇ ମୂଖ୍ୟ ସାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ ବୈଠିକ ବସିଥିଲା । ଇସ୍କନ ସମ୍ମୁଖ ବର୍ଷା ଜଳ ନିସ୍କାସନ ଲାଗି ଭୂତଳ ଡ଼୍ରେନ କରାଯିବ। ରାଜଧାନୀରୁ ଜଳ ନିସ୍କାସନ ପାଇଁ ୨୦ଟି ହାଇ ପାଓ୍ଵର ଡ଼୍ରେନେଜ ପମ୍ପ କିଣା ଯିବ

   Related Posts