Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଆଜିଠୁ ଦିଲ୍ଲୀରେ ‘ଡ୍ରାଇଭ୍ ଥ୍ରୁ ଟିକାକରଣ’: ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ

26/05/2021 at 7:27 AM

ନୂଆଦିଲ୍ଲୀ ୨୬/୫: ସାରା ଦେଶରେ କରୋନା ସଂକ୍ରମଣକୁ ରୋକିବା ପାଇଁ କରୋନା ଟିକାକରଣକୁ ତ୍ୱରାନ୍ୱିତ କରାଯାଉଛି । ଏହି କ୍ରମରେ ଓଡ଼ିଶା ଭଳି ରାଜଧାନୀ ଦିଲ୍ଲୀରେ ଆରମ୍ଭ ହେବ ଡ୍ରାଇଭ ଇନ୍ ଟିକା । ଅର୍ଥାତ୍ ଆପଣ ନିଜ ଗାଡିରେ ଆସି ଟିକା ନେଇ ଘରକୁ ଯାଇପାରିବ । ଆଉ ଘଣ୍ଟା ଘଣ୍ଟା ଛିଡା ହେବେନି କି କରୋନା ଭୟ ବି ରହିବନି । ‘ଡ୍ରାଇଭ୍ ଥ୍ରୁ ମାଧ୍ୟମରେ’ ଟୀକାକରଣ କରାଯିବ ।

ଆଜି ଦିଲ୍ଲୀର ଦ୍ୱାରକାସ୍ଥିତ ଆକାଶ ସୁପର ସ୍ପେସିଆଲିଟି ହସ୍ପିଟାଲରେ ଆରମ୍ଭ ହେବ ଏହି ସେବା । ଏହାକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀଓ୍ୱାଲ୍ । ଆକାଶ ହସ୍ପିଟାଲ କରୋନା ଟିକାକରଣ ଅଧୀନରେ କୋଭିଶିଲ୍ଡର ୩୦ ହଜାର ଡୋଜ କିଣିଛି । ଫଳସ୍ୱରୂପ, ୧୮ରୁ ୪୪ ବର୍ଷ ବୟସର ଲୋକଙ୍କୁ ଏହି ଟିକା ଦିଆଯିବାର ବ୍ୟବସ୍ଥା ହୋଇଛି । ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ବ୍ୟବସ୍ଥା କରିଛନ୍ତି ଦିଲ୍ଲୀ ସରକାର ।

   Related Posts