Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||
  • ସାଲେପୁର : ସାଲେପୁରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
  • ||
  • ଝାରସୁଗୁଡା : ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଘଟଣା , ଚିକିତ୍ସାଧିନ ଅବସ୍ଥାରେ ପ୍ରେମିକାଙ୍କ ମୃତ୍ୟୁ, ପୂର୍ବରୁ ଜୀବନ ହାରିଥିଲେ ପ୍ରେମିକ
  • ||
  • ବ୍ରହ୍ମପୁର : ଗୁଳି ମାଡରେ ବେଗୁନିଆପଡା ବ୍ଲକ୍ ପୂର୍ବତନ ଅଧ୍ୟକ୍ଷ ଦେବେନ୍ଦ୍ର ସାହୁଙ୍କ ମୃତ୍ୟୁ
  • ||
  • କଳାହାଣ୍ଡି : ୧୦ଲକ୍ଷ ଟଙ୍କାର ବାଘ ଛାଲ ଜବତ, ୨ ଗିରଫ
  • ||
  • ୨ଦିନରେ ଦୁଇ ଜୀବନ : ଢେଙ୍କାନାଳରେ ହାତୀ ଆକ୍ରମଣରେ ପୁଣି ଜଣେ ମୃତ
  • ||

ଆଜି ପରଦାକୁ ଆସିଛି ବହୁ ପ୍ରତିକ୍ଷିତ ଫିଲ୍ମ ସଞ୍ଜୁ

29/06/2018 at 6:36 AM

ଆଜି ପରଦାକୁ ଆସିଛି ବହୁ ପ୍ରତିକ୍ଷିତ ଫିଲ୍ମ ସଞ୍ଜୁ । ସଞ୍ଜୟ ଦତ୍ତଙ୍କ ଭୂମିକାରେ ରଣବୀର କପୁର ଅଭିନୟ କରୁଛନ୍ତି । ତାଙ୍କ ପିତା ସୁନିଲ ଦତ୍ତଙ୍କ ଭୁମିକାରେ ନଜର ଆସିବେ ପରେଶ ରାୱଲ । ଫିଲ୍ମର ନିର୍ଦେଶନା ଦେଇଛନ୍ତି ରାଜକୁମାର ହିରାନୀ । ଏଥିରେ ଅନୁଷ୍କା ଶର୍ମା, ସୋନମ କପୁର , ଦିଆ ମିର୍ଜାଙ୍କ ଭଳି କଳାକାର ନଜର ଆସିବେ । ପୂର୍ବରୁ ଦର୍ଶକ ଏହାର ଟ୍ରେଲରକୁ ବେଶ ପସନ୍ଦ କରିଥିଲେ। ସାରା ଦେଶରେ ହିନ୍ଦୀ ଭାଷାରେ ମୁକ୍ତିଲାଭ କରିଛି ଏହି ଚଳଚ୍ଚିତ୍ର ।

   Related Posts