Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ନାଳରୁ ଛାତ୍ର ନିଖୋଜ ଘଟଣା, ୧୮ଘଣ୍ଟା ପରେ ମିଳିଲା ଜ୍ୟୋତିଙ୍କ ମୃତଦେହ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୧୦ କୋଭିଡ୍ ପଜିଟିଭ୍
  • ||
  • ବାରବାଟୀରେ ଭାରତ-ଓ୍ୱେଷ୍ଟଇଣ୍ଡିଜ୍ ଟି୨୦ ! ବିସିସିଆଇ ଆପେକ୍ସ ବୈଠକରେ ଲାଗିପାରେ ମୋହର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍, ୨୯୬ ମୃତ
  • ||
  • ଭିସୁଟର କୂଳପତି ସମେତ ୨ଛାତ୍ର କୋଭିଡ଼ ପଜିଟିଭ, ସଂଗରୋଧରେ ସମସ୍ତେ
  • ||
  • ବିଦ୍ୟାଭାରତୀଙ୍କର ମିଛଧରା ପରୀକ୍ଷା ଆଜି, ବାହାରିବ କି ସତ ?
  • ||
  • ରାଜଧାନୀ ନାଳରେ ନାବାଳକ ଭାସିଯିବା ଘଟଣା : ଏବେସୁଦ୍ଧା ମିଳିନି ପତ୍ତା, ଉଦ୍ଧାରକାର୍ଯ୍ୟ ଜାରି
  • ||

ଆନ୍ଧ୍ର କୁରନୁଲ୍ ଗ୍ରାନାଇଟ୍ ଖଣିରେ ଭୟଙ୍କର ବିସ୍ପୋରଣ

4/08/2018 at 8:47 PM

ଆନ୍ଧ୍ର କୁରନୁଲ୍ ଗ୍ରାନାଇଟ୍ ଖଣିରେ ଭୟଙ୍କର ବିସ୍ପୋରଣ ଘଟିଛି । ବିସ୍ପୋରଣରେ ଜଣେ ଓଡ଼ିଆ ଶ୍ରମିକ ଅଛନ୍ତି। ତାଙ୍କ ଘର ଗଞ୍ଜାମ ରମ୍ଭା ଅନ୍ତର୍ଗତ ବନ୍ଧତଳ ନୂଆ ଗାଁରେ। ଏନେଇ ସୂଚନା ଦେଇଛନ୍ତି ରମ୍ଭା ଥାନା ଆଇଆଇସି। ଗତ ରାତିର ଘଟିଥିବା ବିସ୍ପୋରଣରେ ୧୦ ଜଣ ପ୍ରାଣ ହରାଇଥିବା ବେଳେ ୫ ଜଣଙ୍କର ଅବସ୍ଥା ସଙ୍କାଟାପର୍ଣ୍ଣ ରହିଛି।

   Related Posts