Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମ୍‌ସି କମିଶନର, ପ୍ରେମଚନ୍ଦ୍ର ଚୌଧରୀଙ୍କ ସ୍ଥାନରେ ସଞ୍ଜୟ ସିଂହଙ୍କୁ ଦାୟିତ୍ୱ
  • ||
  • ଡେଲାଙ୍ଗ : କଣାସ ଗାଁ ସମତେ ବଜାରକୁ ୭ଦିନ ଯାଏଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ସଂକ୍ରମଣ ବୃଦ୍ଧିକୁ ଦେଖି ନିଷ୍ପତ୍ତି
  • ||
  • କେନ୍ଦୁଝର ଜେଲ୍‌ରେ ପଶିଲା କରୋନା, ୯ କଏଦୀ କୋଭିଡ଼ ସଂକ୍ରମିତ
  • ||
  • ରକ୍ତମୁଖା ଲାଲ୍‌ବାହିନୀ, ଯବାନଙ୍କୁ ଘରୁ ଟେକି ନେଇ ଗଳାକାଟି କଲେ ହତ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୨୩୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୯୮୨ ପଜିଟିଭ୍
  • ||

ଆମ୍ବୁଲାନ୍ସ ନମିଳିବାରୁ ଜଣେ ଗର୍ଭବତୀ ମହିଳାଙ୍କ ଅଟୋରେ ପ୍ରସବ

7/07/2018 at 6:43 AM

ଆମ୍ବୁଲାନ୍ସ ନମିଳିବାରୁ ଜଣେ ଗର୍ଭବତୀ ମହିଳା ଅଟୋରେ ପ୍ରସବ କରିଥିବା ଅଭିଯୋଗ ହୋଇଛି । ନବରଙ୍ଗପୁର ଜିଲ୍ଲା ଡଙ୍ଗରା ଗ୍ରାମପଞ୍ଚାୟତର ମୁଣ୍ଡୀଗୁଡା ଡୁଙ୍ଗୁରିଗୁଡା ଗାଁର ଘଟଣା । ଭୋରରୁ ରଜବତୀ ବିନ୍ଧାଣିଙ୍କର ଗର୍ଭ ଯନ୍ତ୍ରଣା ହେବାରୁ ଆମ୍ବୁଲାନ୍ସ ଡାକିଥିଲେ । ହେଲେ ଆମ୍ବୁଲାନ୍ସ ନଆସିବାରୁ ସେ ଅଟୋରେ ମେଡିକାଲ ଆସୁଥିଲେ । ଆସିବା ବେଳେ ଅଧାବାଟରେ ତାଙ୍କର ଏକ ଶିଶୁପୁତ୍ର ଜନ୍ମ ହୋଇଛି । ପରେ ଉଭୟଙ୍କୁ ଡାବୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

   Related Posts