Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଆଶ୍ରମ ସ୍କୁଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ

3/08/2018 at 8:23 AM

ମାଲକାନଗିରି ଜିଲ୍ଲା ସିକପାଲି ଆଶ୍ରମ ସ୍କୁଲରେ ଏକ ଅଭାବନୀୟ ଘଟଣା ଘଟିଛି। ଛାତ୍ରୀ ନିବାସର କମ୍ପ୍ୟୁଟର ରୁମ୍ରୁ ଛାତ୍ରୀର ରକ୍ତ ଜୁଡୁବୁଡୁ ମୃତଦେହ ମିଳିଛି। ମୃତ ଛାତ୍ରୀ ହେଲେ ଦଶମ ଶ୍ରେଣୀର ଅଞ୍ଜନା ସରକାର। ଅଞ୍ଜନାଙ୍କ ହାତରୁ ପ୍ରବଳ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଛି। ଶିକ୍ଷକ ଦେଖିବା ପରେ ମାଲକାନଗିରି ମେଡିକାଲକୁ ଆଣିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ, ଘଟଣାସ୍ଥଳରେ ମାଲକାନଗିରି ପୋଲିସ୍ ତଦନ୍ତ ଚଳାଇଛି।

   Related Posts