Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ଆସନ୍ତାକାଲି କଟକ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

25/05/2018 at 5:19 AM

ଆସନ୍ତାକାଲି କଟକ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅପରାହ୍ନ ୩ଟାରେ ସ୍ବତନ୍ତ୍ର ବିମାନ ଯେ।ଗେ ଭୁବନେଶ୍ବର ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଏହା ପରେ ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର ହେଲିକେପ୍ଟରରେ କଟକ ଅଭିମୁଖେ ଯାତ୍ରା କରିବେ । କଟକ ଗଡଗଡିଆ ଘାଟସ୍ଥିତ ତଳ ବାଲିଯାତ୍ରା ପଡିଆରେ ଅବତରଣ କରିବ ମେ।ଦିଙ୍କ ହେଲିକେପ୍ଟର ।
ତେବେ ସୁରକ୍ଷା ଦୃଷ୍ଟିକୋଣରୁ ପ୍ରଧାନମନ୍ତ୍ରୀ ଆସିବାର ଅଧଘଣ୍ଟା ଆଗରୁ ତଳ ବାଲିଯାତ୍ରା ପଡିଆର ବିଦ୍ୟୁତ୍ ସଂଯେ।ଗ ବିଛିନ୍ନ କରାଯିବ । ପ୍ରଧାନମନ୍ତ୍ରୀଙ୍କ ସିକ୍ୟୁରିଟି ପାଇଁ କେନ୍ଦ୍ରୀୟ ଗୁଇନ୍ଦା ବିଭାଗ, ଆଣ୍ଟି ବମ ସ୍କ୍ବାର୍ଡ, ଡଗ ସ୍କ୍ବାର୍ଡ କାମ ଆରମ୍ଭ କରିଦେଇଛନ୍ତି । ହେଲିପ୍ୟାଡ ଠାରୁ ୫ଶହ ମିଟର ଦୂରତା ପର୍ଯ୍ୟନ୍ତ ସିକ୍ୟୁରିଟି ଜୋନ ଘୋଷଣା କରାଯାଇଛି । ତେବେ ଯଦି ଶନିବାର ବର୍ଷାର ସମ୍ଭାବନା ଦେଖାଦିଏ ତେବେ ଭୁବନେଶ୍ବରରୁ କଟକ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀଙ୍କୁ କାରରେ ଯିବାକୁ ପଡିବ । ସେଥିପାଇଁ ମଧ୍ୟ କମିସନରେଟ ପୋଲିସ ସମ୍ପୁର୍ଣ୍ଣ ପ୍ରସ୍ତୁତ ଥିବା ସୂଚନା ଦେଇଛନ୍ତି ପୋଲିସ କମିଶନର।

Leave a Reply

   Related Posts