Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ଆସନ୍ତା ରଥଯାତ୍ରା ପାଇଁ ପୋଲିସର ପ୍ରସ୍ତୁତି

1/05/2018 at 5:05 PM

ରଥଯାତ୍ରାକୁ ନେଇ ବସିଥିବା ବୈଠକ ଶେଷ । ବୈଠକ ପରେ ପୋଲିସ ଡିଜି ଆର୍.ପି ଶର୍ମାଙ୍କ ସୂଚନା । ରଥଯାତ୍ରା ଓ ସ୍ନାନଯାତ୍ରାକୁ ଶୃଂଖଳିତ କରିବାକୁ ବୈଠକରେ ଗୁରୁତ୍ବ । ମହିଳାଙ୍କ ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ବ ଦିଆଯିବ । ମହିଳାଙ୍କ ସୁରକ୍ଷା ପାଇଁ ସାଧା ପୋଷାକରେ ବ୍ୟାପକ ପୋଲିସ ମୃତୟନ ରହିବେ । ବିଭିନ୍ନ ସ୍ଥାନରେ ବ୍ୟାପକ ସିସିଟିଭି ଲଗାଯିବ । ରଥଯାତ୍ରା ଓ ବାହୁଡା ସମୟରେ କେନ୍ଦ୍ରୀୟ ରାପିଡ୍ ଆକ୍ସନ ଫୋର୍ସ ଓ ଓଡିଶା କ୍ବିକ୍ ଆକ୍ସନ ଫୋର୍ସ ମୃତୟନ ହେବେ । ସୁରକ୍ଷା ବ୍ୟବସ୍ଥା ନେଇ ପୁଣି ଥରେ ସମୀକ୍ଷା ବୈଠକ କରାଯିବ ।

Leave a Reply

   Related Posts