Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସ: ୪୯ ବର୍ଷ ପରେ ସେମି ଫାଇନାଲରେ ଭାରତୀୟ ହକି ଦଳ, ବ୍ରିଟେନକୁ ୩-୧ରେ ଦେଲା ମାତ୍
  • ||
  • ରାଜଧାନୀ ଭୁବନେଶ୍ବରରେ ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା : ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୦୦,୧୮୧ ; ଦିନକରେ ୩୧୮ ସଂକ୍ରମିତ ଚିହ୍ନଟ, ୨୩୯ ସୁସ୍ଥ
  • ||
  • ଦେଶର ମାନ ବଢାଇଲେ ପିଭି ସିନ୍ଧୁ, ଟୋକିଓ ଅଲିମ୍ପିକ୍ସରେ ଜିତିଲେ ବ୍ରୋଞ୍ଜ ମେଡାଲ
  • ||
  • ଅଗଷ୍ଟ ୫ରୁ ଖୋଲିବ ଭିତରକନିକା ଅଭୟାରଣ୍ୟ : କେବଳ ଦିନରେ ବୁଲି ପାରିବେ ପର୍ଯ୍ୟଟକ, ରାତ୍ରୀଯାପନ ମନା
  • ||
  • ଚାଇନାର ନୂଆ ଚାଲ୍, ୨୦୨୭ ସୁଦ୍ଧା ତିଆରି କରିବ ଅତ୍ୟାଧୁନିକ ସେନା, ୟୁଏସକୁ ଦେବ ଟକ୍କର
  • ||
  • ହାରିବା ପରେ ନିୟନ୍ତ୍ରଣ ହରାଇଲେ ଜୋକୋଭିକ୍, ରାକେଟକୁ ବାଡେଇ ଭାଙ୍ଗିଦେଲେ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୪ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୪୩୭ କରୋନା ପଜିଟିଭ୍
  • ||

ଆସୁଛି ଲଘୁଚାପ, ରାଜ୍ୟବ୍ୟାପି ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବ

11/07/2018 at 11:06 PM

ଆସୁଛି ଲଘୁଚାପ । ରାଜ୍ୟବ୍ୟାପି ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ମୁଖ୍ୟତଃ ଉପକୂଳ, ଆଭ୍ୟନ୍ତରୀଣ ଏବଂ ଉତ୍ତର ଓଡିଶାରେ ବେଶି ବର୍ଷା ହେବ। ସେପଟେ ଆଗକୁ ରଥଯାତ୍ରା ଏହାକୁ ନେଇ ସାଧାରଣ ଲୋକ ବି ଚନ୍ତିତ ଅଛନ୍ତି।
ଲଗାଣ ବର୍ଷାରେ ଭାସିବ ରଥଯାତ୍ରା। ଘୋଷଯାତ୍ରାର ଦିନେ ପୂର୍ବରୁ ବର୍ଷା ଅାରମ୍ଭ ହୋଇଯିବ। ପ୍ରସିଦ୍ଧ ପର୍ବର ପରଦିନ ବି ବର୍ଷା ଲାଗି ରହିବ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବର୍ଷା ହେବାର ଆଶଂକା ରହିଛି। ପୁରୀ, ଖୋର୍ଧା, କଟକରେ ବର୍ଷା ହେବାର ସମ୍ଭବନା ରହିଛି। ସେହିପରି କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡା, ଢେଙ୍କାନାଳ, ଜଗତସିଂପୁର, ନାୟାଗଡ, ଗଞ୍ଜାମ ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ଆନ୍ତାକାଲି ଝାରଖଣ୍ଡ ପାଖରେ ସ୍ଥଳ ଭାଗରେ ଘୁଣ୍ଣିବଳୟ ସୃଷ୍ଟି ହେବାର ସମ୍ଭବନାରହିଛି। ଯାହାକି ଦକ୍ଷିଣ ପୂର୍ବ ଦିଗରେ ଗତି କରି ଘନୀଭୁତ ହୋଇ ୧୩ ତାରିଖ ବେଳକୁ ଲଘୁଚାପ ରୂପ ନେବ।

   Related Posts