Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ଏଟିଏମ୍ ରୁ ୧୨ ଲକ୍ଷ ଟଙ୍କା ଲୁଟ

12/05/2018 at 7:04 AM

ଏଟ୍ ଏମ୍ ରୁ ୧୨ ଲକ୍ଷ ଟଙ୍କା ଲୁଟ । ଜଗତସିଂହପୁର ତିର୍ତ୍ତୋଲ ଥାନା ନିକଟ ଓଭରସିଜ୍  ଏଟିଏମ୍ ରୁ ଟଙ୍କା ଲୁଟ କରିଛନ୍ତି ଲୁଟେରା। ଗତକାଲି ବିଳମ୍ବିତ ରାତିରେ ଏଟିଏମ୍ ଭାଙ୍ଗି ୧୨ ଲକ୍ଷ ଟଙ୍କା ଲୁଟ କରିଥିବା ଅଭିଯେ।ଗ ହେ।ଇଛି । ତିର୍ତ୍ତୋଲ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।

Leave a Reply

   Related Posts