Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସିରିଜ୍ ଅଧାରୁ କୋଭିଡ୍ ସଂକ୍ରମିତ ହେଲେ ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା, ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ବାତିଲ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ ପଜିଟିଭ୍, ୪୧୫ ମୃତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୨୯ କରୋନା ପଜିଟିଭ୍
  • ||
  • ମୟୂରଭଞ୍ଜ : ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ସମ୍ବଲପୁର : ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ
  • ||

ଏପ୍ରିଲ୍ ୧୪ ହେଲାଣି, ହେଲେ ଏଯାଏଁ ମିଳିଲାନି ରାଜ୍ୟର ସରକାରୀ କର୍ମଚାରୀଙ୍କୁ ଦରମା

15/04/2018 at 1:37 AM

ଏଯାଏଁ ମିଳିନି ସରକାରୀ କର୍ମଚାରୀଙ୍କୁ ଦରମା । ନୂଆ ଆର୍ଥିକ ବର୍ଷ ଆରମ୍ଭ ହେବାର ୧୪ ଦିନ ବିତିଲାଣି ହେଲେ, ମୋବାଇଲକୁ ମେସେଜ୍ ଆସିଲାନି । ଯାହାକୁ ନେଇ ରାଜ୍ୟ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ସେପଟେ ବିଜେପି ଏହାକୁ ସରକାରଙ୍କ ଆର୍ଥିକ ପରିଚାଳନାଗତ ତ୍ରୁଟି କହୁଥିବା ବେଳେ ସରକାର କହୁଛନ୍ତି, ଟିକେ ଟେକ୍ନିକାଲ୍ ପ୍ରୋବଲେମ୍ ହୋଇଯାଇଛି ।

Leave a Reply

   Related Posts