Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||

ଓଡ଼ିଆ ବିଶ୍ୱବିଦ୍ୟାଳୟ ସତ୍ୟବାଦୀରେ ପ୍ରତିଷ୍ଠା ହେବ, ବିଭିନ୍ନ ମହଲରୁ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା

30/07/2018 at 8:44 PM

ବହୁ ପ୍ରତିକ୍ଷୀତ ଓଡ଼ିଆ ବିଶ୍ୱବିଦ୍ୟାଳୟ ସତ୍ୟବାଦୀରେ ପ୍ରତିଷ୍ଠା ହେବ ବୋଲି କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। କ୍ୟାବିନେଟ୍‌ର ଏହି ନିଷ୍ପତ୍ତି ପରେ ମୁଖ୍ୟମନ୍ତ୍ରୀଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଓ କୃତଜ୍ଞତାର ସୁଅ ଛୁଟୁଛି। ସୋମବାର ନବୀନ ନିବାସ ବିମାନବନ୍ଦର ରାସ୍ତାରେ ସଭା କରି ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଜଣାଇଛନ୍ତି ୫ ହଜାରରୁ ଅଧିକ କର୍ମୀ।

   Related Posts