ଓଡ଼ିଆ ବିଶ୍ୱବିଦ୍ୟାଳୟ ସତ୍ୟବାଦୀରେ ପ୍ରତିଷ୍ଠା ହେବ, ବିଭିନ୍ନ ମହଲରୁ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା
30/07/2018 at 8:44 PM

ବହୁ ପ୍ରତିକ୍ଷୀତ ଓଡ଼ିଆ ବିଶ୍ୱବିଦ୍ୟାଳୟ ସତ୍ୟବାଦୀରେ ପ୍ରତିଷ୍ଠା ହେବ ବୋଲି କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। କ୍ୟାବିନେଟ୍ର ଏହି ନିଷ୍ପତ୍ତି ପରେ ମୁଖ୍ୟମନ୍ତ୍ରୀଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଓ କୃତଜ୍ଞତାର ସୁଅ ଛୁଟୁଛି। ସୋମବାର ନବୀନ ନିବାସ ବିମାନବନ୍ଦର ରାସ୍ତାରେ ସଭା କରି ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଜଣାଇଛନ୍ତି ୫ ହଜାରରୁ ଅଧିକ କର୍ମୀ।
Related Posts
ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
27 January 2021
ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
27 January 2021