Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଓଡ଼ିଶାରେ ଫର୍ମାଲିନ୍ ମିଶା ମାଛ : ତଦନ୍ତ କମିଟି ଗଠନ ପାଇଁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

13/07/2018 at 10:51 PM

ଓଡ଼ିଶାରେ ଫର୍ମାଲିନ୍ ମିଶା ମାଛ। ତଦନ୍ତ କମିଟି ଗଠନ ପାଇଁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ। ବିଭିନ୍ନା ସ୍ଥାନରୁ ନମୁନା ସଂଗ୍ରହ କରି କରାଗଲା ପରୀକ୍ଷା। ଗୋଟିଏ ପାମ୍ପ୍ରେଟ୍ ମାଛ ନମୁନାରୁ ମିଳିଲା ଫର୍ମାଲିନ୍ । ଅନ୍ୟ କିଛି ମାଛ ନମୁନାର ଟେଷ୍ଟ ରିଜଲ୍ଟ ନେଗେଟିଭ ଆସିଥିଲା।

   Related Posts