Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କର୍ଣ୍ଣାଟକକୁ ମିଳିଲା ନୂଆ ମୁଖିଆ, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମ୍ମାଇ
  • ||
  • ବଙ୍ଗୋପସାଗରରେ ଲଘୁଚାପ, ଆସନ୍ତା ୩୦ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା
  • ||
  • ମାଓ ସହିଦ ସପ୍ତାହରେ ଜାରି ଲାଗିଲା ପୋଷ୍ଟର, ଜାରି ହେଲା ଅଡିଓ ଟେପ୍
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ
  • ||
  • ସାମାନ୍ୟ ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୭୦୩ କରୋନା ପଜିଟିଭ୍
  • ||

ଓଡିଶା IAS ସଂଘ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁହାଁମୁହିଁ

29/05/2018 at 10:43 PM

ଓଡିଶା IAS ସଂଘ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁହାଁମୁହିଁ । ଗତକାଲି ଏକ କାର୍ଯ୍ୟକ୍ରମରେ ବରିଷ୍ଠ ଆଇଏଏସ୍ ଅଫିସର ଏ.କେ.ମୀନାଙ୍କୁ ଧର୍ମେନ୍ଦ୍ର ଆକ୍ଷେପ କରିବା ଅଭିଯୋଗରେ, ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ୍ ହୋଇଛି। ଯାହାକୁ ନେଇ ଜୋର ଧରିଛି ରାଜନୀତି । ଲେଜିସଲେଟିଭ୍ ଓ ବ୍ୟୁରୋକ୍ରାସି ପାଇଁ ଲକ୍ଷ୍ଣଣ ରେଖା କଣ, ତାକୁ ନେଇ ଆରମ୍ଭ ହୋଇଛି ବିତର୍କ ।

Leave a Reply

   Related Posts