Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚେତୁନାହାଁନ୍ତି ଅମାନିଆ : ବିଭିନ୍ନ ଆଳ କରି ବଜାରରେ ବୁଲୁଛନ୍ତି, ଫାଇନ୍ ବି ଗଣୁଛନ୍ତି
  • ||
  • ‘ଟିକାରୁ ଜିଏସଟି ଛାଡ କର’ : କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
  • ||
  • ଭୟଙ୍କର : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୪ ଲକ୍ଷ ୧୪ ହଜାରରୁ ଅଧିକ ପଜିଟିଭ୍, ୩୯୧୫ ମୃତ
  • ||
  • କରୋନା ରୋଗୀଙ୍କୁ ମେଡିସିନ୍ ନେଇ ଜାରି ହେଲା ଏସଓପି : ଆକ୍ରାନ୍ତଙ୍କୁ ଇଞ୍ଜେକ୍ସନ ଦେବା ପୂର୍ବରୁ ଯାଞ୍ଚ ହେବ ସ୍ୱାସ୍ଥ୍ୟାବସ୍ଥା
  • ||
  • ରାଜସ୍ଥାନରେ ୧୪ ଦିନିଆ ଲକ୍‌ଡାଉନ୍‌ ଲଗାଇଲେ ସରକାର, ୩୧ ଯାଏଁ ହୋଇପାରିବନି ବିବାହ
  • ||
  • ପଶୁପକ୍ଷୀଙ୍କୁ ମଧ୍ୟ ହେଉଛି କରୋନା, ଆଗରୁ ଆହୁରି ହେବେ ସଂକ୍ରମିତ ! ଚିନ୍ତାରେ ସରକାର
  • ||
  • ଛୋଟ ପିଲାଙ୍କ ପ୍ରତି ବିପଦ ବେଶୀ, ଦୈନିକ ୫୦୦ ଶିଶୁ ହେଉଛନ୍ତି କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ, ୨୧୪୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଗାଁ ନିକଟରେ ବୁଲୁଛି ଗୋଠଛଡା ଦନ୍ତା, ଗ୍ରାମବାସୀ ଭୟଭୀତ
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨,୨୩୮ ପଜିଟିଭ୍
  • ||

କଟକରେ ଡେଙ୍ଗୁ ଆତଙ୍କ

10/07/2018 at 11:59 PM

କ୍ରମାଗତ ତୃତୀୟ ବର୍ଷ ରେ ବି କଟକରେ ଡେଙ୍ଗୁର ପ୍ରଭାବ। ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ପ୍ରଶାସନିକ ପଦକ୍ଷେପ କେବଳ ମିଟିଙ୍ଗରେ ସୀମିତ ରହିଗଲା ଭଳି ଅନୁଭବ ହେଉଛି। ସହର ସାରା କୁଢ କୁଢ ଆବର୍ଜନା। ଅଳିଆ ଆବର୍ଜନାରେ ନର୍ଦ୍ଦମା ଜାମ୍। ମଶା ବଂଶ ବୃଦ୍ଧି ପାଇଁ କଟକରେ ଏକଦମ୍ ଉପକୂଳ ପରିବେଶ। ପ୍ରଶାସନ କିନ୍ତୁ ଡେଙ୍ଗୁ ନିରାକରଣ ପାଇଁ କରିଚାଲିଛି ବୈଠକ ପରେ ବୈଠକ। ସେପଟେ ସ୍ୱାସ୍ଥ୍ୟ ମନ୍ତ୍ରୀ କହୁଛନ୍ତି, ଲୋକ ସଚେତନ ହେଲେ, ସବୁ ଠିକ୍ ହେଇଯିବ।

   Related Posts