Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

କଟକରେ ପୁଣି ନକଲି ଖାଇବା ତେଲ କାରଖାନା ଠାବ

26/06/2018 at 10:37 PM

କଟକରେ ପୁଣି ନକଲି ଖାଇବା ତେଲ କାରଖାନା ଠାବ। ଜଗତପୁର ଟ୍ରକ ଟର୍ମିନାଲର ଏକ ପରିତ୍ୟକ୍ତ ଘରେ ଶୋରିଷ ତେଲ ଓ ରିଫାଇନ ତେଲ ନକଲି ହେଉଥିବା ଖବର ପାଇ ଚଢାଉ କରିଥିଲା ଜଗତପୁର ଥାନା ପୋଲିସ। ତେବେ ଏହି ଘଟଣାରେ ମୂଖ୍ୟ ଅଭିଯୁକ୍ତ ଅନାଦି ବେହେରାକୁ ଗିରଫ କରାଯିବା ସହ ଲକ୍ଷା ଧିକ ଟଙ୍କାର ନକଲି ତେଲକୁ ଜବତ କରିଛି ପୋଲିସ। ତେବେ ନକଲି ପାଇଁ ଆବଶ୍ୟକ ହେଉଥିବା ସାମଗ୍ରୀକୁ କେଉଁଠାରୁ ଅଭିଯୁକ୍ତ ଆଣୁଥିଲା ସେନେଇ ପୋଲିସ ଅଧିକ ତଦନ୍ତ କରିବ ବୋଲି କହିଛନ୍ତି ଡିସିପି।

   Related Posts