Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

କଟକରେ ପ୍ରଥମ ଥର ଲାଗି ଖୋଲିଲା CNG filing Station

9/06/2018 at 11:57 PM

କଟକରେ ପ୍ରଥମ ଥର ଲାଗି ଖୋଲିଲା CNG filing Station…ସିଡିଏ ସେକ୍ଟର ୧ ସ୍ଥିତ ଥିବା ବିଶାଲ ଫଲିଂ ଷ୍ଟେସନରେ ଏହି ସିଏନଜି ଗ୍ୟାସ ଭାର୍ତ୍ତି ଷ୍ଟେସନକୁ ଉଦଘାଟନ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହା ପରେ ମନ୍ତ୍ରୀ ଏକ CNG ଅଟୋ ରାଲିରେ କଟକର ବିଭିନ୍ନ ସ୍ଥାନ ବୁଲିବା ପରେ ବିରବାଟୀ ସ୍ଥିତ ଆଉ ଏକ CNG ଷ୍ଟସନକୁ ଉଦଘାଟନ କରିଛନ୍ତି।

Leave a Reply

   Related Posts