Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||

କଟକରେ ସିରିଜ୍ ଲୁଟ୍

3/05/2018 at 10:36 PM

କଟକ ସଦର ଥାନା ଅନ୍ତର୍ଗତ ଖଣ୍ଡାୟତ ସାହିରେ ଗୋଟିଏ ରାତିରେ ତିନୋଟି ଘରୁ ଲୁଟ ଉଦ୍ୟମ କରିଥିବା ବେଳେ ଦୁଇଟି ଘରୁ ଲୁଟ କରିବାରେ ସଫଳ ହୋଇଛନ୍ତି ଲୁଟେରା। ଖବର ପାଇ ସଦର ଥାନା ପୋଲିସ ଘଟଣାରେ ତଦନ୍ତ ଅରମ୍ଭ କରିଛି। ଲୁଟେରାଙ୍କୁ ଧରିବା ପାଇଁ ସାଇଣ୍ଟିଫିକ ଟିମ ଓ ଡଗ ସ୍କ୍ବାର୍ଡ ମଧ୍ୟ ନିୟୋଜିତ କରାଯାଇଛି। ତେବେ ସାଦର ଥାନା ଅଞ୍ଚଳରେ ପୋଲିସର ପାଟ୍ରୋଲିଂ ବ୍ୟବସ୍ଥାକୁ କଡା କଡି କରିବା ପାଇଁ ଦାବୀ କରିଛନ୍ତି ସ୍ଥାନୀୟ ବାସିନ୍ଦା।

Leave a Reply

   Related Posts