Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

କଟକରେ ସ୍ପେଶାଲ୍ କ୍ଲାସ୍ କଣ୍ଟ୍ରାକ୍ଟରଙ୍କ ଆତ୍ମହତ୍ୟା

20/06/2018 at 10:24 PM

କଟକରେ ସ୍ପେଶାଲ୍ କ୍ଲାସ୍ କଣ୍ଟ୍ରାକ୍ଟରଙ୍କ ଆତ୍ମହତ୍ୟା। ନିଜ ଲାଇସେନ୍ସ ପ୍ରାପ୍ତ ବନ୍ଧୁକରୁ ନିଜ ମୁଣ୍ଡକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି ବିଶ୍ବଭୂଷଣ ସିଂହ। ମଧୁପଟଣା ଥାନା ଅନ୍ତର୍ଗତ ଦରଘାପାଟଣା ଅଞ୍ଚଳରେ ନିଜେ ରହୁଥିବା ଘରେ ଆତ୍ମହତ୍ୟା କରିଛନ୍ତି ବିଶ୍ବଭୂଷଣ। ନିଜ ମୁଣ୍ଡକୁ ଗୁଳି କରିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଏସ୍ସିବିରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ତେବେ କିଛି ଦିନ ହେବ ମାନସିକ ଚାପରେ ରହି ଆତ୍ମହତ୍ୟା କରିଥିବା କୁହାଯାଉଛି। ହେଲେ ପାରିବାରିକ ବିବାଦରୁ ତାଙ୍କୁ ମାରି ଦିଆଯାଇଥିବା ବିଶ୍ବଭୂଷଣଙ୍କ ସମ୍ପର୍କୀୟ ଅଭିଯୋଗ କରିଛନ୍ତି। ପୁଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛନ୍ତି।

   Related Posts