Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ଦିବଙ୍ଗତ ଅଭିନେତା ବିଜୟ ମହାନ୍ତିଙ୍କ ମାଆ
  • ||
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

କଟକ ବାଦାମବାଡି ଅଞ୍ଚଳରେ ଅସମ୍ଭାଳ ଭିଡ଼

13/06/2018 at 11:42 PM

କଟକ ବାଦାମବାଡି ଅଞ୍ଚଳରେ ଅସମ୍ଭାଳ ଭିଡ଼। ବସଷ୍ଟାଣ୍ଡ ପରିସରରେ ନାହିଁ ନଥିବା ଭିଡ଼। ବାଦାମବାଡ଼ି ଲିଙ୍କ ରୋଡରେ ଦେଖିବାକୁ ମିଳୁଛି ଗାଡ଼ି ମଟରର ଲମ୍ୱା ଧାଡି। ଭିଡ଼କୁ ନିୟନ୍ତ୍ରଣ କରିବା ଲାଗି ଅଧିକ ଟ୍ରାଫିକ ପୋଲିସ ମୁତୟନ କରାଯିବ ବୋଲି ଟ୍ରାଫିକ ଏସିପି କହିଛନ୍ତି।

   Related Posts