Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

କଟକ ମାଲଗୋଦାମ ଥାନା ଅନ୍ତର୍ଗତ ଯୋବ୍ରା ଚୁନ ଭାଟି ଗଳିରେ ଗୋଷ୍ଟି ସଂଘର୍ଷ

25/06/2018 at 10:32 PM

କଟକ ମାଲଗୋଦାମ ଥାନା ଅନ୍ତର୍ଗତ ଯୋବ୍ରା ଚୁନଭାଟି ଗଳିରେ ଗତ କାଲି ବିଳମ୍ବିତ ରାତରି ଘଟିଛି ୩ ପରିବାର ମଧ୍ୟରେ ସଂଘର୍ଷ। ତିନି ପରିବାର ମଧ୍ୟରେ ଥିବା ଜମିବାଡି ବିବାଦକୁ ନେଇ ପରଷ୍ପରକୁ ଢେଲା ବୋତଲ ମାଡି କରିବା ସହ ଶାବାଳରେ ଘର ଛାତ ଭାଙ୍ଗିଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ ୨୦ ଜଣ ଆହତ ହେବା ସହ ଜଣଙ୍କୁ ଗୁରୁତ୍ବର ଅବସ୍ଥାରେ ଏସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ଗତ କାଲି ବିଳମ୍ବିତ ରାତିରେ ମାଲଗୋଦାମ ଥାନା ପୋଲିସ ପହଞ୍ଚି ଏହି ଘଟଣାରେ ସଂପୃକ୍ତ ଥିବା ୩ ଜଣ ମହିଳାଙ୍କ ସମେତ ମୋଟ ୧୪ ଜଣଙ୍କୁ ଗୁରଫ କରାଯାଇଥିବା କହିଛନ୍ତି ଡିସିପି। ତେବେ ପରିସ୍ଥିତି ସାମନ୍ୟ ଉତ୍ତେଜନା ଥିବାରୁ ଉଭୟ ପରିବାରର କିଛି ଲୋକଙ୍କୁ ମଧ୍ୟ ଥାନାରେ ଅଟକ ରଖିଛି ପୋଲିସ।

   Related Posts