Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସେମି ଫାଇନାଲରେ ହାରିଲେ ସିନ୍ଧୁ, ଧୂଳିସାତ ହେଲା ସ୍ଵର୍ଣ୍ଣ ପଦକ ଆଶା, ଏବେ କାଂସ୍ୟ ଉପରେ ନଜର
  • ||
  • ସରକାରୀ-ବେସରକାରୀ ସ୍ବିମିଂ ପୁଲ ଖୋଲିବ
  • ||
  • ମୀନା ବଜାର ଖୋଲାଯାଇପାରିବ
  • ||
  • ଭୋଜିଭାତ ଉପରେ ପୂର୍ବବତ କଟକଣା ରହିବ
  • ||
  • ବିବାହରେ ୨୫, ଶୁଦ୍ଧିକ୍ରିୟାରେ ୨୦ ଜଣଙ୍କୁ ଅନୁମତି
  • ||
  • ଧାର୍ମିକ ସ୍ଥଳ ଖୋଲରହିବ କିନ୍ତୁ ଭୋଗ ନେଇ ଯାଇପାରିବେ ନାହିଁ ଶ୍ରଦ୍ଧାଳୁ
  • ||
  • ରାସ୍ତାକଡ଼ ଜଳଖିଆ ଦୋକାନରେ ବସି ଖାଇପାରିବେ
  • ||
  • ସିନେମା ହଲ୍, ରେଷ୍ଟୁରାଣ୍ଟ ଖୋଲିବ
  • ||
  • ସମସ୍ତ ଆହାର କେନ୍ଦ୍ର ଖୋଲାରହିବ
  • ||
  • ପାର୍କ, ମଲ୍, ସମୁଦ୍ର କୂଳ ଖୋଲିବ
  • ||

କନ୍ଧମାଳ ବାଲିଗୁଡ଼ା ପଞ୍ଚାୟତ ରେବିଙ୍ଗିଆ ଗାଁ ଲୋକଙ୍କ ପାଇଁ ସରକାରୀ ଯୋଜନା ସାତ ସପନ

1/06/2018 at 9:46 PM

କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ରେବିଙ୍ଗିଆ ଗ୍ରାମପଞ୍ଚାୟତ। ସରକାର ଗ୍ରାମାଞ୍ଚଳର ଲୋକମାନଙ୍କ ପାଇଁ ବହୁ ଯୋଜନା ହାତକୁ ନେଇଛନ୍ତି। ସ୍ବଚ୍ଛ ପାନୀୟଜଳ ଯୋଗାଣଠୁ ଆରମ୍ଭ କରି ବିଦ୍ୟୁତ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାସନ ଆଦି ମଧ୍ୟ ଯୋଗାଇ ଦେବା କଥା କହୁଛନ୍ତି, ହଲେ କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ରେବିଙ୍ଗିଆ ପଞ୍ଚାୟତରେ ଏସବୁ ଯୋଜନା ଲୋକଙ୍କ ପାଇଁ ସାତସପନ ପାଲଟିଛି। ଅଭିଯୋଗ କଲେ ଶୁଣିବାକୁ କିଏ ନାହିଁ।

Leave a Reply

   Related Posts