Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

କରୋନା ଟିକା ନେଲେ ବିଏମ୍‌ସି କମିଶନର, କ୍ୟାପିଟାଲ ହସ୍ପିଟାଲରେ ନେଲେ ଭାକ୍‌ସିନ୍‌

25/02/2021 at 11:32 AM

ଭୁବନେଶ୍ୱର ୨୫।୦୨: କରୋନା ଟିକାକରଣରେ ସାମିଲ ହେଲେ ବିଏମ୍‌ସି କମିଶନର । କରୋନା ଭାକ୍‌ସିନ୍‌ ନେଲେ ବିଏମ୍‌ସି କମିଶନର । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକା ନେଲେ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୂରୀ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ କରୋନା ସଂକ୍ରମଣର ୨ୟ ଲହରୀକୁ ଦୃଷ୍ଟିରେ ରଖି କଡ଼ା ପଦକ୍ଷେପ ନିଆଯାଇଛି । ଭୁବନେଶ୍ୱର ବିମାନବନ୍ଦରରେ ବିଏମ୍‌ସି ପକ୍ଷରୁ ଟେଷ୍ଟିଂ ସେଣ୍ଟର କରାଯାଇଛି । ଏୟାରପୋର୍ଟ ଯାତ୍ରୀଙ୍କର ସ୍କ୍ରିନିଂ କରାଯିବ । କରୋନା ଟେଷ୍ଟିଂ ବାଧ୍ୟତାମୂଳକ ନୁହେଁ । ସ୍କ୍ରିନିଂ ସମୟରେ ଯଦି କିଛି ଲକ୍ଷଣ ଦେଖାଯାଏ । ତେବେ ସେମାନଙ୍କର ଟେଷ୍ଟ ବାଧ୍ୟତାମୂଳକ କରାଯିବ । ରାଜଧାନୀରେ ଏନ୍‌ଫୋର୍ସମେଣ୍ଟ କାର୍ଯ୍ୟକ୍ରମକୁ ବୃଦ୍ଧି କରାଯାଇଛି । ପୂର୍ବଭଳି ଆକ୍ରାନ୍ତଙ୍କର କଣ୍ଟାକ୍ଚ ଟ୍ରେସିଂ ଆରମ୍ଭ ହୋଇଛି । ଟେଷ୍ଟିଂ ସଂଖ୍ୟା ବଢାଇବା ପାଇଁ ଲଗାତର ଭାବେ ଚେଷ୍ଟା ଜାରି ରହିଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts