Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ କ୍ରିକେଟର ଅଶୋକ ଡିଣ୍ଡା ବିଜେପିରେ ସାମିଲ
  • ||
  • ମହାରାଷ୍ଟ୍ରରେ ବେକାବୁ କରୋନା ! ଗତ ୨୪ ଘଣ୍ଟାରେ ପାଖାପାଖି ୯ ହଜାର ସଂକ୍ରମତି ଚିହ୍ନଟ
  • ||
  • କଟକ : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍
  • ||
  • ଝାରସୁଗୁଡା : ଗଛରେ ଝୁଲୁଛି ଜବାନଙ୍କ ମୃତଦେହ, ଆତ୍ମହତ୍ୟା ନା ହତ୍ୟା ?
  • ||
  • ସାଲେପୁର : ବୃଦ୍ଧାଙ୍କଠାରୁ ୧୪ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ, ପେନସନ୍ ଉଠାଇ ଖାଇବା ବେଳେ ଲୁଟ୍‌ର ଶିକାର
  • ||
  • ଭୁବନେଶ୍ବର : ମେ ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା
  • ||
  • ସିରିଜ୍ ଦୁର୍ଘଟଣା : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ପିଟିଲା ଇନୋଭା, ୪ ଆହତ
  • ||
  • ଭୁବନେଶ୍ବର : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ଧକ୍କାଦେଲା ଇନୋଭା
  • ||
  • କୁଚିଣ୍ଡା : ମା’-ପୁଅକୁ ଦଳିଦେଲା ଦନ୍ତା, ଗୁରୁତର ବାପା ମେଡିକାଲରେ ଭର୍ତ୍ତି
  • ||
  • ଲକ୍ଷ୍ନୌ : କାରକୁ ଧକ୍କା ଦେଇ ଓଲଟିଲା ଟ୍ୟାଙ୍କର, ୭ମୃତ
  • ||

କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି ରାଜ୍ୟ ଜଳଯୋଗାଣ ଓ ପରିମଳ କର୍ମଚାରୀ ସମନ୍ୱୟ ସମିତି

26/06/2018 at 6:34 AM

ସୋମବାର ମଧ୍ୟରାତ୍ରୀରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି ରାଜ୍ୟ ଜଳଯୋଗାଣ ଓ ପରିମଳ କର୍ମଚାରୀ ସମନ୍ବୟ ସମିତି । ସ୍ଥାୟୀ ନିଯୁକ୍ତି ଦାବିରେ ଦୀର୍ଘ ୧୦୩ ଦିନ ଧରି ଧାରଣାରେ ବସିଥିଲେ ମଧ୍ୟ ସରକାର ସମାଧାନର ବାଟ ବାହାର କରିପାରିନାହାନ୍ତି ।
ବାଧ୍ୟ ହୋଇ ସଂଘ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛି । ଫଳରେ ସାରା ରାଜ୍ୟରେ ପାଇପ ଜଳଯୋଗାଣ ବ୍ୟବସ୍ଥା ବାଧାପ୍ରାପ୍ତ ହେବା ଆଶଙ୍କା ରହିଛି ।

   Related Posts