କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି ରାଜ୍ୟ ଜଳଯୋଗାଣ ଓ ପରିମଳ କର୍ମଚାରୀ ସମନ୍ୱୟ ସମିତି
26/06/2018 at 6:34 AM

ସୋମବାର ମଧ୍ୟରାତ୍ରୀରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି ରାଜ୍ୟ ଜଳଯୋଗାଣ ଓ ପରିମଳ କର୍ମଚାରୀ ସମନ୍ବୟ ସମିତି । ସ୍ଥାୟୀ ନିଯୁକ୍ତି ଦାବିରେ ଦୀର୍ଘ ୧୦୩ ଦିନ ଧରି ଧାରଣାରେ ବସିଥିଲେ ମଧ୍ୟ ସରକାର ସମାଧାନର ବାଟ ବାହାର କରିପାରିନାହାନ୍ତି ।
ବାଧ୍ୟ ହୋଇ ସଂଘ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛି । ଫଳରେ ସାରା ରାଜ୍ୟରେ ପାଇପ ଜଳଯୋଗାଣ ବ୍ୟବସ୍ଥା ବାଧାପ୍ରାପ୍ତ ହେବା ଆଶଙ୍କା ରହିଛି ।
Related Posts
ବାଦାମପାହାଡ଼ ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ: ବିପୁଳ ଦେଶୀ ମଦ ଜବତ, ୪ ଗିରଫ
24 February 2021
ଚୋରା ଚାଲାଣ କରୁଥିବା ୩ଟି ଲୁହାପଥର ବୋଝେଇ ଟ୍ରଲର ଜବତ, ୩ ଗିରଫ
24 February 2021