Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

କୂଅରେ ହାତୀ

13/06/2018 at 1:46 AM

କୂଅରେ ହାତୀ। ଢେଙ୍କାନାଳ ସଦର ଚନ୍ଦ୍ରଶେଖର ପ୍ରସାଦରେ କୂଅରେ ଖସିପଡିଥିବା ଏକ ଛୁଆ ହାତୀକୁ କୌଶଳର ସହିତ ଉଦ୍ଧାର କରାଯାଇଛି। ବନ ବିଭାଗର ଅବହେଳା ଓ କୂଅ ମାଲିକଙ୍କୁ କ୍ଷତିପୁରଣ ଦାବିରେ ସେଠାରେ କିଛି ସମୟ ପାଇଁ ଚାପା ଉତ୍ତେଜନା ଦେଖାଦେଇଥିଲା। ସେପଟେ ଅନୁଗୋଳ ସାତକୋଷିଆରେ ହାତୀଛୁଆର ମୃତ୍ୟୁ ହୋଇଛି।

   Related Posts