Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||

କ୍ଷୁଦ୍ର ଚିଟଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀ ଖୁବଶୀଘ୍ର ଫେରିପାଇବେ ଅର୍ଥ

1/05/2018 at 11:37 PM

କ୍ଷୁଦ୍ର ଚିଟଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀ ଖୁବଶୀଘ୍ର ଫେରିପାଇବେ ଅର୍ଥ । ୧୦ ହଜାର ବା ତା ଠୁ କମ ଟଙ୍କା ଜମାକରି ଠକାମିର ଶିକାର ହୋଇଥିବା କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରାଇବା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି । ବାଲେଶ୍ବର ଓ କଟକରୁ ପ୍ରଥମେ ଟଙ୍କା ଫେରସ୍ତ ପ୍ରକ୍ରିୟା ଆରମ୍ଭ ହେବ । ତେବେ ଏହାକୁ ନିର୍ବାଚନ ଆଗରୁ ସରକାରଙ୍କ ଥୋପ ବୋଲି ବିରୋଧୀ ଅଭିଯୋଗ କରିଛନ୍ତି ।

Leave a Reply

   Related Posts