Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଖାକି ବାବୁଙ୍କ ଦାଦାଗିରି

18/06/2018 at 10:39 PM

ଅପରାଧ ବିରୁଦ୍ଧରେ ଥାନା କୁ ଅଭିଯୋଗ କରିବାକୁ ଯାଇଥିବା ବସ୍ତି ସୁରକ୍ଷା ମଞ୍ଚ ନେତା ଙ୍କୁ ବଳିଆପଣ୍ଡା ପୋଲିସ ର ମାଡ଼ ଅଭିଯୋଗ। ଏହା ପ୍ରତିବାଦ ରେ ଆଜି ମଞ୍ଚ ପକ୍ଷରୁ ଶୋଭାଯାତ୍ରା ସହ ଆରକ୍ଷୀ ଅଧୀକକ୍ଷଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି । ଗତକାଲି ବସ୍ତି ସୁରକ୍ଷା ମଞ୍ଚର ଦୁର୍ଗମାଧଵ ସାହୁ ଗଜଲକ୍ଷ୍ମୀ ଲେନ ରେ ଚୋରି କରିଥିବା ଅଭିଯୋଗ ଆଣି ଅଭିଯୁକ୍ତକୁ ଥାନାକୁ ନେଇ ଥିଲେ । ଏହି ସମୟରେ ହଠାତ ଥାନାର ଏ ସ ଆଇ ଲଷ୍ମୀଧର ଛୋଟରାୟ ଉତକ୍ଷିପ୍ତ ହୋଇ ଦୁର୍ଗାମାଧବକୁ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ତାଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଦୁର୍ଗମାଧଵ ବସ୍ତି ସୁରକ୍ଷା ମଞ୍ଚର ସମ୍ପାଦକ ତାଙ୍କ ବିରୁଦ୍ଧରେ କୌଣସି ଅପରାଧିକ ମାମଲା ନଥିବା ସେ କହିଛନ୍ତି । ମାଡ଼ ମାରିଥିବା ଏ ସ ଆଇଙ୍କ ବିରୁଦ୍ଧରେ ତୁରନ୍ତ ଦୁଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ କାର୍ଯ୍ୟରୁ ନିଲମ୍ବିତ କରାଯାଉ ବୋଲି ମଞ୍ଚ ଦାବି କରିଛି ।

   Related Posts