Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ ପଜିଟିଭ୍, ୪୧୫ ମୃତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୨୯ କରୋନା ପଜିଟିଭ୍
  • ||
  • ମୟୂରଭଞ୍ଜ : ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ସମ୍ବଲପୁର : ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ
  • ||

ଖୁଣ୍ଟ ପୋତା ହୋଇଛି ୧୦ ବର୍ଷ ହେଲା, ହେଲେ ବିଜୁଳି ଆଲୋକର ଦେଖାନାହିଁ

13/06/2018 at 10:50 PM

ସରକାର ଗରୀବ ଲୋକଙ୍କୁ ମାଗଣାରେ ବିଜୁଳି ଆଲୁଅ ଯୋଗାଇ ଦେବା ପାଇଁ ବିଜୁ ଗ୍ରାମ୍ୟ ଜ୍ୟୋତି ଯୋଜନା ଓ ଦିନଦୟାଲ ଗ୍ରାମୀଣ ବିଦ୍ୟୁତ ଯୋଜନା ଭଳି ଯୋଜନା ମାନ କାର୍ଯ୍ୟକାରୀ କରୁଛନ୍ତି। ଏଥତ୍ପାଇଁ କୋଟି କୋଟି ଟଙ୍କା ବ୍ୟୟ ମଧ୍ୟ କରାଯାଉଛି ହଲେ ସ୍ବାଧୀନତାର ୭୦ ବର୍ଷ ପରେ ମଧ୍ୟ କନ୍ଧମାଳ ଜିଲ୍ଲାର ଅଧିକାଂଶ ଗ୍ରାମର ଲୋକେ ବିଜୁଳି ଆଲୁଅ ଦେଖିନାହାଁନ୍ତି।

   Related Posts