Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ଖୋର୍ଧା ପୌର ପରିଷଦ ମଠ ସାହି ଅଞ୍ଚଳରୁ ବ୍ରାଉନସୁଗାର ଜବତ

30/07/2018 at 8:27 PM

ଖୋର୍ଧା ପୌର ପରିଷଦ ମଠ ସାହି ଅଞ୍ଚଳରୁ ଜଣେ ଯୁବକଙ୍କ ଠାରୁ ୧୨୦ ଗ୍ରାମ ବ୍ରାଉନସୁଗାର ସହ ନଗଦ ୪୮ ହଜାର ଟଙ୍କା ଜବତ ହୋଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ଆନୁମାନିକ ୨୪ ଲକ୍ଷ ଟଙ୍କା ହେବ। ଘଟଣାରେ ଯୁବକ ଧନେଶ୍ୱର ପ୍ରଧାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

   Related Posts