Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁନିଗୁଡା : ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ରାୟଗଡା-ଟିଟିଲାଗଡ ମଧ୍ୟରେ ରେଳ ଚଳାଚଳ ବାଧାପ୍ରାପ୍ତ
  • ||
  • ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି
  • ||
  • କୋରାପୁଟ : ଘାଟିରେ ସିରିଜ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରକୁ ପିଟିଲା ଟ୍ରକ୍, ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍କୁ ଧକ୍କାଦେଲା ପିକଅପ୍ ଭ୍ୟାନ୍
  • ||
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||

ଗାନ୍ଧି ଜୟନ୍ତିରୁ ଓଡିଶାରେ ବ୍ୟାନ ହେବ ପ୍ଲାଷ୍ଟିକ ଓ ପଲିଥିନ

11/07/2018 at 12:26 AM

ଗାନ୍ଧି ଜୟନ୍ତିରୁ ଓଡିଶାରେ ବ୍ୟାନ ହେବ ପ୍ଲାଷ୍ଟିକ ଓ ପଲିଥିନ । ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ । ଆମ ମୁଖ୍ୟମନ୍ତ୍ରୀ ଆମ କଥା କାର୍ଯ୍ୟକ୍ରମରେ ଏହି ଘୋଷଣା କରିଛନ୍ତି ନବୀନ । ପ୍ରଥମେ ଅକ୍ଟୋବର ୨ରେ ସବୁ ମୁନିସପାଲିଟ ଓ ପୁରୀ ସହରରେ ପ୍ଲାଷ୍ଟିକ ଓ ପଲିଥିନ୍ ବ୍ୟାନ ହେବ । ପରେ ୨ ବର୍ଯ ଭିତରେ ପର୍ଯ୍ୟାୟକ୍ରମେ ସାରା ରାଜ୍ୟରେ ପଲିଥିନ ଓ ପ୍ଲାଷ୍ଟିକଂ ବ୍ୟାନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହି କାର୍ଯ୍ୟକ୍ରମକୁ ଲାଗୁ କରାଇବେ ନଗର ଉନ୍ନୟନ ଓ ପଞ୍ଚାୟତିରାଜ ବିଭାଗ । ପରିବେଶ ବିଭାଗ ଆିନ ଉଲ୍ଲଘନକାରୀଙ୍କ ଉପରେ କଡା ନଜର ରଖିବ ବୋଲି ନିସ୍ପତି ନିଆଯାଇଛି ।

   Related Posts