Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀର ସ୍ଵପ୍ନ ଧୂଳିସାତ: ଟେଷ୍ଟ କ୍ରିକେଟ୍‌କୁ ମିଳିଲା ନୂଆ ବାଦଶାହା, ଭାରତକୁ ୮ ଓ୍ଵିକେଟ୍‌ରେ ହରାଇ ବିଶ୍ଵ ଟେଷ୍ଟ ଚମ୍ପିଆନସିପ୍‌ ଜିତିଲା ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱରରେ ଆଜି ୩୭୫ ପଜିଟିଭ୍‌ ଚିହ୍ନଟ
  • ||
  • ବନ୍ଦିତା ପରିଡ଼ା ହେଲେ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ୟୁକେ ହାଇକୋର୍ଟରୁ ନିରବ ମୋଦୀଙ୍କୁ ଝଟକା, ପ୍ରତ୍ୟର୍ପଣ ବିରୋଧରେ ଦାଖଲ ଆବେଦନ ଖାରଜ, ଏବେ ଭାରତ ଆସିବାକୁ ପଡିବ !
  • ||
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||

ଗୋପିନାଥ ଜୀ ମନ୍ଦିର ପ୍ରତିଷ୍ଠାକୁ ନେଇ ଖୋର୍ଦ୍ଧ। ଜିଲ୍ଲା ଜଟଣୀ ସହର ଚଳଚଞ୍ଚଳ

22/06/2018 at 9:30 PM

ଗୋପିନାଥ ଜୀ ମନ୍ଦିର ପ୍ରତିଷ୍ଠାକୁ ନେଇ ଖୋର୍ଦ୍ଧ। ଜିଲ୍ଲା ଜଟଣୀ ସହର ଚଳଚଞ୍ଚଳ। ଏହି ଉତ୍ସବ ଗତ ୧୬ ତାରିଖରୁ ଅନୁଷ୍ଠିତ ହୋଇ ଆସୁଛି। କାଲି ଉଜ୍ବାପିତ ହେବ । ଆଜି ପ୍ରତିଷ୍ଠା ଉତ୍ସବର ପୁର୍ଣ୍ଣ।ହୁତୀ ଅବସରରେ ମହାମହିମ ରାଜ୍ୟପାଳ ଗଣେଶୀ ଲାଲ୍ ଯୋଗଦେଇଛନ୍ତି। ଏଥି ସହିତ ଓଡିଶାର କୋଣ ଅନୁକୋଣରୁ ମାଢୁଆଳି ସମ୍ପ୍ରଦାୟର ଲୋକେ ପ୍ରତିଷ୍ଠା ଉତ୍ସବରେ ସାମିଲ ହୋଇଛନ୍ତି। ସୁଦୁର ରାଜସ୍ଥାନରୁ ମାର୍ବଲ ମୃର୍ତ୍ତୀ ଆସିବା ସହିତ ମନ୍ଦିର ପରିଷରରେ କାଚର ସୂକ୍ଷ୍ମ କାରୁକାର୍ଯ୍ୟ ଦେଖିବାକୁ ଶ୍ରଧାଳୁଙ୍କ ଭିଡ ଜମୁଛି।

   Related Posts