Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଗ୍ୟାଙ୍ଗଷ୍ଟର ଟିଟୋ ପରିବାରକୁ କେମେତି ମିଳିଲା ପେଟ୍ରୋଲ ପମ୍ପ ?

19/07/2018 at 10:44 PM

ଗ୍ୟାଙ୍ଗଷ୍ଟର ଟିଟୋ ପରିବାରକୁ କେମେତି ମିଳିଲା ପେଟ୍ରୋଲ ପମ୍ପ? ଅପରାଧିକ ପୃଷ୍ଠଭୂମି ସତ୍ବେ କିଏ ସୁପାରିଶ କଲା? ସେନେଇ ଆରମ୍ଭ ହୋଇଛି ସିବିଆଇ ତଦନ୍ତ। ପେଟ୍ରୋଲିୟମ ମନ୍ତ୍ରଣାଳୟର ନିର୍ଦ୍ଦେଶ ପରେ ସିବିଆଇକୁ ତଦନ୍ତ ଲାଗି ସୁପାରିଶ କରିଛି ଆଇଓସିଏଲ। ସେପଟେ ସିବିଆଇ ତଦନ୍ତକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ଆରୋପ ପ୍ରତ୍ୟାରୋପ ।

   Related Posts