Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଚନ୍ଦକା ଅଭୟାରଣ୍ୟରୁ ବାରାହ ମାଂସ ଜବତ

16/06/2018 at 11:49 PM

ଚନ୍ଦକା ଅଭୟାରଣ୍ୟରୁ ବାରାହ ମାଂସ ଜବତ ହୋଇଛି। ବାରାହ ଶିକାର କରିଥିବା ଜଣେ ଅଭିଯୁକ୍ତ ଗିରଫ। ଜଙ୍ଗଲରେ ଫାସ ପକାଇ ଜଣେ ଆଦିବାସୀ ବ୍ୟକ୍ତି ବାରାହ ଶିକାର କରୁଥିବା ଜଣାପଡ଼ିଛି। ଖବର ପାଇବାକ୍ଷଣୀ ବହୁ ଖୋଜାଖୋଜି କରିବା ପରେ ଏହି ଶିକାରିକୁ ଠାବ କରିଥିଲେ।

   Related Posts