Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ଚାକିରି ଦେବା ନାଁ ରେ ଶିକ୍ଷିତ ଗରିବ ବେକାର ଯୁବକ ଯୁବତୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା କରଣ ସିଂ ଗିରଫ

28/06/2018 at 11:07 PM

ଚାକିରି ଦେବା ନାଁ ରେ ଶିକ୍ଷିତ ଗରିବ ବେକାର ଯୁବକ ଯୁବତୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକି ନେଇ ଫେରାର ଥିବା ଏକ କୁଖ୍ୟାତ ଠକ କରଣ ସିଂ ଙ୍କୁ ଗିରଫ କରିଛି ବାଦାମବାଡି ଥାନା ପୋଲିସ। କଟକ ସହରରେ ଏସଏସପି ନାମରେ ଏକ ପ୍ଲେସମେଣ୍ଟ ସଂସ୍ଥା କରି କରଣ ଲୁଟୁ ଥିଲା ଟଙ୍କା। ତେବେ ଶ୍ରୀ ୪୨୦ ପାଲଟିଥିବା କରଣର ପୂରା କାରନାମାର ପର୍ଦ୍ଦାଫାଶ କରିଥିଲା ନ୍ୟୁଜ ସେଭେନ। ତେବେ ଏହି ଘଟଣାରେ ଫେରାର ଥିବା ଅନ୍ୟ ୨ ଅଭିଯୁକ୍ତଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି କହିଛନ୍ତି ଡିସିପି।

   Related Posts