Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ଜଙ୍ଗଲରୁ ହୋମଗାର୍ଡଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

12/07/2018 at 11:04 PM

ଜଙ୍ଗଲରୁ ହୋମଗାର୍ଡଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ବୁଧବାର ସଂଧ୍ୟାରେ କନ୍ଧମାଳ ଜିଲ୍ଲା ଗୋଚ୍ଛାପଡା ଥାନା ନିକଟସ୍ଥ ମେଡିକାଲ ପଛପଟେ ଜଙ୍ଗଲରେ ଗୋଚ୍ଛାପଡା ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତକ ହୋମଗାର୍ଡ ଜଣକ ସୁରଥ କହଁର। ପରିବାରିକ ଅଶାନ୍ତି ଯୋଗୁଁ ସୁରଥ ଆତ୍ମହତ୍ୟା କରିଥିବା ପୋଲିସ କହୁଥିବା ବଳେ ପରିବାର ଲୋକେ ଏହାକୁ ଅସ୍ୱୀକାର କରିବା ସହ କେହି ହତ୍ୟା କରି ସୁରଥଙ୍କ ମୃତଦେହକୁ ଗଛରେ ଝୁଲାଇ ଦେଇଥିବା ଅଭିଯୋଗ କରିଛନ୍ତି। ସଂପୃକ୍ତ ଅଂଚଳ ମାଓପ୍ରବଣ ହୋଇଥିବାରୁ ମାଓବାଦୀଙ୍କ ଧମକ ଯୋଗୁଁ ସୁରଥ ଭୟଭୀତ ହୋଇ ହୁଏତ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି କୁହାଯାଉଛି। ତବେ, ପୋଲିସ ତଦନ୍ତ ପରେ ସବୁକିଛି ସ୍ପଷ୍ଟ ହୋଇଯିବ।

   Related Posts