Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଜମି ଜମା ମାମଲାକୁ କେନ୍ଦ୍ରକରି ଗୁଳିମାଡ, ଜଣେ ବୃଦ୍ଧ ଗୁରୁତର

18/06/2018 at 10:34 PM

ରବିବାର ରାତିରେ କନ୍ଧମାଳ ଜିଲ୍ଲା ଗୋଚ୍ଛାପଡା ଥାନା ଅନ୍ତର୍ଗତ ବାଘପଦର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜମି ଜମା ମାମଲାକୁ କେନ୍ଦ୍ରକରି ଗୁଳିମାଡରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇ ଫୁଲବାଣୀ ସଦର ମହକୁମା ଡାକ୍ତରଖାନାରେ ଭର୍ତି ହୋଇଛନ୍ତି। ଗୁରୁତର ଆହତ ହୋଇଥିବା ବୃଦ୍ଧ ଦିବାକର କହଁର। ତାଙ୍କ ଅବସ୍ଥା ଗୁରୁତର ଅଛି। ଏନେଇ ବର୍ତମାନ ସୁଦ୍ଧା ଥାନାରେ କୋୈଣସି ମାମଲା ରୁଜୁ ହୋଇନଥିବା ବଳେ ଡାକ୍ତରଖାନା ସୁତ୍ରରୁ ଖବର ପାଇ ଗୋଚ୍ଛାପଡା ପୋଲିସ ଘଟଣାର ତଦନ୍ତ କରୁଥିବା କହିଛି।

   Related Posts