Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଜମି ମାଫିଆଙ୍କ କବଳରେ ହଳଦିପଦାର ଶହ ଶହ ଏକର ସରକାରୀ ଜମି

26/06/2018 at 10:01 PM

ଖୋର୍ଦ୍ଧ। ଜିଲ୍ଲା ନାଲିପଡା ଅର୍ଜୁନପୁର ପଂଚାୟତ ହଳଦିପଦା ମୌଜାର ସରକାରୀ ଜମି ଜମି ମାଫିଆମାନେ ବେଆଇନ୍ ଦଖଲ କରି ଅଟ୍ଟାଳିକା ଓ ମାଙ୍କଡା ପଥର ଖଣି କରିଛନ୍ତି। ଫଳରେ ସ୍ଥାନୀୟ ବାସିନ୍ଦାଙ୍କ ଚାଷ ପ୍ରବାଭିତ ହେବା ଆସଙ୍କା ସହିତ ନାନା ପ୍ରକାର ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଏନେଇ ହଳଦିପଡା ଗ୍ରାମବାସୀ ଜିଲ୍ଲା ପ୍ରଶାସନ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ ସୁଧା ଫଳଘର ଶୂନ । ଆଗାମୀ ଦିନରେ ଜମି ମାଫିଆଙ୍କ ବିରୋଧରେ ଜିଲ୍ଲା ପ୍ରଶାସନ ଉଚିତ ପଦେକ୍ଷପ ନନଲେ ଆନ୍ଦୋଳନ କରିବା ପାଇଁ ଚେତାବନୀ ଦେଇଛନ୍ତି ଗ୍ରାମବାସୀ ।

   Related Posts