Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ବଡ ବର୍ଷା : ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||
  • ମହାନଦୀରେ ଭାସିଗଲେ ହାତୀପଲ : ମୁଣ୍ଡଳି ବ୍ରିଜରେ ଲାଖି ରହିଛି ହାତୀ ଛୁଆ
  • ||

ଜାଲ୍ ପ୍ରମାଣ ପତ୍ର ଦେଇ ଅଙ୍ଗନବାଡିରେ ନିଯୁକ୍ତି ଅଭିଯୋଗ

30/05/2018 at 9:54 PM

ସରକାର ଶିଶୁ ମାନଙ୍କ ବିକାଶ ପାଇଁ ଅଙ୍ଗନବାଡି କେନ୍ଦ୍ର ଖୋଲିଛନ୍ତି। ମାତ୍ର ଏଠାରେ କାର୍ଯ୍ୟରତ କର୍ମୀ ଜାଲ ପ୍ରମାଣ ପତ୍ର ଦେଇ ନିଯୁକ୍ତି ହୋଇଛନ୍ତି। ଏପରି ଏକ ସଂଙ୍ଗୀନ ଅଭିଯୋଗ ଆସିଛି ଖୋର୍ଦ୍ଧ। ଜିଲ୍ଲା ଚିଲିକା ବ୍ଲକ ସୋରଣ ଗ୍ରାମରୁ । ଉପଯୁକ୍ତ ତଦନ୍ତ କରାଯାଇ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।

Leave a Reply

   Related Posts