Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||

ଜେଲ୍‌ରୁ ମୁକୁଳିଲେ କଂଗ୍ରେସର ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଜେନା

24/07/2018 at 10:00 PM

ଜେଲ୍‌ରୁ ମୁକୁଳିରେ କଂଗ୍ରେସର ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଜେନା। ବିଭିନ୍ନ ଅପରାଧିକ ମାମଲାରେ ୨୦୧୬ ମସିହା ମାର୍ଚ୍ଚ ୭ ତାରିଖରେ ଭୁବନେଶ୍ୱର ଚନ୍ଦ୍ରମା ଆପାର୍ଟମେଣ୍ଟରୁ ପୋଲିସ ଗିରଫ କରିଥିଲା। ପୋଲିସ ରମେଶ ଜେନାଙ୍କୁ ୫୧ଟି ମାମଲାରେ ଛନ୍ଦିଥିଲା। କିଛି ମାମଲାରେ ଖଲାସ ହୋଇଥିବା ବେଳେ ଅନ୍ୟ କେତୋଟି ମାମଲାରେ ମିଳିଥିଲା ଜାମିନ। ବ୍ରହ୍ମପୁର ଫାଷ୍ଟ୍ ଗେଟରେ ଏକ ହତ୍ୟାକାଣ୍ଡ ଘଟଣାରେ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଥିଲା। ରମେଶ ଆଜି ଛତ୍ରପୁର ଜେଲରୁ ବାହାରିଲେ।

   Related Posts