Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁହାଁମୁହିଁ ହେଲେ ୨ କାର୍, ସାମ୍ବାଦିକଙ୍କ ସମେତ ୩ ଗୁରୁତର
  • ||
  • ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ ପୂର୍ବରୁ ଜାଡେଜାଙ୍କ ଦମଦାର୍ ବ୍ୟାଟିଂ : ବଢିଲା ନ୍ୟୁଜିଲାଣ୍ଡର ଚିନ୍ତା, ବିସିସିଆଇ ପୋଷ୍ଟ୍ କଲା ଭିଡିଓ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୪୩୩୯ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ, ୩୩୪୬ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ମୋହନା ବାପା-ପୁଅ ହତ୍ୟା ଘଟଣା : ୧୨ ଅଟକ, ଗୁଣି ଗାରେଡି ସନ୍ଦେହରୁ ଡବଲ୍ ମର୍ଡର୍ !
  • ||
  • ଇସ୍ରାଏଲ୍‌ରେ ସରିଲା ନେତ୍‌ନ୍ୟାହୁଙ୍କ ଶାସନ, ନଫତାଲୀ ବେନେଟ୍ ହେଲେ ନୂଆ ପ୍ରଧାନମନ୍ତ୍ରୀ
  • ||
  • ସାରା ରାଜ୍ୟକୁ ଛୁଇଁଲା ମୌସୁମୀ : ୧୬ ଯାଏଁ ପାଗ ମେଘୁଆ, ହେବ ବିକ୍ଷିପ୍ତ ବର୍ଷା
  • ||

ଟିଟୋ ଲିଙ୍କରେ ରେଡ଼

25/07/2018 at 3:14 PM

ଗ୍ୟାଙ୍ଗଷ୍ଟାର ଟିଟୋ ଲିଙ୍କ୍ ରେ ଆଜି କେନ୍ଦ୍ରାପଡା ର ବିଭିନ୍ନ କାର୍ଯ୍ୟାଳୟ ଉପରେ ଭିଜିଲାନ୍ସ ଚଢାଉ କରିଛି l ଏକ ସମୟରେ ଭିଜିଲାନ୍ସ ଟିମ କେନ୍ଦ୍ରାପଡା ଆରଟିଓ କାର୍ଯ୍ୟାଳୟ, ଡେରାବିଶ ତହସିଲ୍ କାର୍ଯ୍ୟାଳୟ, କେନ୍ଦ୍ରାପଡା ମୁନ୍ସିପାଲଟି , ଗରଦପୁର ତହସିଲ୍, ଯୋଗାଣ ବିଭାଗ ପ୍ରବୃତ୍ତି କାର୍ଯ୍ୟାଳୟ ଉପରେ ଚଢ଼ାଉ କରାଯାଇଛି. ଚଢାଉ ବେଳେ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପାଇଛି. ।

   Related Posts