Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ଡାକ୍ତରଖାନା ପରିସରରେ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ରୋଗୀ

3/05/2018 at 10:32 PM

ଡାକ୍ତରଖାନା ପରିସରରେ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ରୋଗୀ। ଦେଖିବାକୁ କେହି ନାହିଁ। ସେବା କରିବାକୁ କେହି ନାହିଁ। ପାଦ, ହାତରେ ପୋକ ସାଲୁବାଲୁ ହେଲେଣି। ନାଁକୁ ମାତ୍ର କଟକ ବଡ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। କିନ୍ତୁ ଡାକ୍ତରଖାନା ପରିସରରେ ଥିବା ଫୁଟ୍ପାଥ୍ରେ ପଡି ଛଟପଟ ହେଉଛନ୍ତି। ରୋଗୀ ଓ୍ବାର୍ଡରୁ ଆସି କିଭଳି ଫୁଟ୍ପାଥ୍ରେ ପଡି ଛଟପଟ ହେଉଛନ୍ତି ବୋଲି ମେଡିକାଲ କର୍ତ୍ତୃପକ୍ଷଙ୍କୁ ପଚାରିବାରୁ ଅପିରିଚିତ ରୋଗୀଙ୍କ ସଂଖ୍ୟା ବଢୁଛି, ଏହା ଏକ ସାମାଜିକ ବ୍ୟାଧି ପାଲଟିଲାଣି ବୋଲି କହୁଛନ୍ତି କର୍ତ୍ତୃପକ୍ଷ।

Leave a Reply

   Related Posts