Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||

ଦୁଃଖ ଯେତେବେଳେ ଆସେ ଭାଇବନ୍ଧୁଙ୍କୁ ସାଙ୍ଗରେ ନେଇ ଆସେ !

24/05/2018 at 5:46 AM

କଥାରେ ଅଛି ଦୁଃଖ ଯେତେବେଳେ ଆସେ ଭାଇବନ୍ଧୁ ସାଥୀଙ୍କୁ ସାଙ୍ଗରେ ନେଇ ଆସେ । ଯାହାକି କେନ୍ଦ୍ରାପଡା ଜିଲ୍ଲା ଟୁବି ହୁଡା ଗ୍ରାମର ଜଣ କୃଷକଙ୍କ ଭାଗ୍ୟରେ ଲେଖା ହୋଇଛି । ଗ୍ରାମର ଜଣେ ନାଁ କରା ଚାଷୀ ପିତାମ୍ବର ପ୍ରଧାନ ଗତ ୨ବର୍ଷ ହେଲା ପକ୍ଷାଘାତ ରୋଗରେ ପୀଡିତ ହୋଇ ଶଯ୍ୟାଶାୟୀ । ପରିବାର କହିଲେ ୨ପୁଅ ଗୋଟିଏ ଝିଅ ଆଉ ସ୍ତ୍ରୀକୁ ନେଇ ୫ପ୍ରାଣୀ କୁଟୁମ୍ବ । ଆଉ ଘରର ମୁରବିଙ୍କ ଏଭଳି ପରିସ୍ଥିତି ଦେଖି ପରିବାର ଉପରେ ଆକାଶ ଛିଡି ପଡିଲା ଭଳି ସ୍ଥିତି ଉପୁଜିଛି ।

Leave a Reply

   Related Posts