Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଦୁବାଇରେ ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

12/07/2018 at 10:52 PM

ଦୁବାଇରେ ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ବାଣପୁର ଅଞ୍ଚଳର ଅଜୟ ପ୍ରଧାନ ଏବଂ ରୋହିତ ବାରିକ। ଲିପ୍ଟରେ ଚଢି କାମ କଲାବେଳେ ହଠାତ ଛିଡ଼ି ପଡ଼ିବାରୁ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଅଉଜଣେ ଓଡ଼ିଆ ଯୁବକ ଗୁରୁତର ଆହତ ହୋଇଛନ୍ତି।

   Related Posts