ଦୁଷ୍କର୍ମକାରୀଙ୍କୁ ଫାଶୀ
22/04/2018 at 12:26 AM

ବିଧାନସଭାରେ ମଧ୍ୟ ଆଜି ରାଜ୍ୟରେ ମହିଳା ଓ ଶିଶୁଙ୍କ ପ୍ରତି ବଢ଼ି ଚାଲିଥିବା ଅତ୍ୟାଚାର ପ୍ରସଙ୍ଗ ଉଠିଥିଲା । ଶୂନ୍ୟକାଳରେ ବିରୋଧୀ ଦଳ ନେତା ନରସିଂହ ମିଶ୍ର ଏହି ପ୍ରସଙ୍ଗ ଉଠାଇଥିଲେ । ସେପଟେ ନାବାଳିକା ଦୁଷ୍କର୍ମକାରୀଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବାକୁ କେନ୍ଦ୍ର କ୍ୟାବିନେଟ୍ ଆଣିଥିବା ଅଧ୍ୟାଦେଶକୁ ସାରା ଦେଶରେ ସ୍ବାଗତ କରାଯାଇଛି । ଯାହାକୁ ନେଇ ବିଧାନସଭା ବାହାରେ ତିନି ପ୍ରମୁଖ ରାଜନୈତିକ ଦଳ ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି ।
Related Posts
ବାଇକ ହ୍ୟାଣ୍ଡେଲରୁ ଉଦ୍ଧାର ହେଲା ନାଗ ସାପ, କରୁଥିଲା ଗର୍ଜନ
5 March 2021
ବିରଳ ଧଳା ପେଚା ଉଦ୍ଧାର, ଆଜି ଜଙ୍ଗଲରେ ଛାଡିବ ବନବିଭାଗ
5 March 2021