Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ଦେଶରେ ଖସୁଛି ପାରା, ତଥାପି ସଂଗୀନ ସ୍ଥିତି : ୨୪ ଘଣ୍ଟାରେ ୩ ଲକ୍ଷ ୬୦ ହଜାରରୁ ଅଧିକ ପଜିଟିଭ୍, ୩୪୧୭ ମୃତ

3/05/2021 at 10:18 AM

ନୂଆଦିଲ୍ଲୀ ୩/୫: ଲକଡାଉନ ଅଭିମୁଖେ ସାରା ଦେଶ । ସଂକ୍ରମଣ ଚେନ୍ ବ୍ରେକ୍ କରିବାକୁ ତାଲାବନ୍ଦ ହେବାର ନିଷ୍ପତ୍ତି ହୋଇଛି । ଦେଶରେ କରୋନା ଗ୍ରାଫ ତଳମୁହାଁ ହେଉଛି ସତ, ହେଲେ ଏବେବି ସ୍ଥିତି ଗମ୍ଭୀର ରହିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୬୮ ହଜାର ୧୪୭  କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୪୧୭ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୬୮ ହଜାର ୧୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୪୦୦ ଟପିଛି । ଯାହାକି ପୂର୍ବ ଅଙ୍କ ତୁଳନାରେ କମ୍ ରହିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୯୯ ଲକ୍ଷ ୨୫ହଜାର ୬୦୪ରେ ପହଞ୍ଚିଛି । ବର୍ତ୍ତମାନ ଆକ୍ଟିଭ କେସ୍ ୩୪ ଲକ୍ଷ ପାରି କରିଛି ।

   Related Posts